ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ, ବୁଧବାର। ଚନ୍ଦ୍ର – ବୃଷ ଅହୋରାତ୍ର ତିଥି- ୧୪ଶୀ ଦିବା ୦୮/୦୧ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୫ ପର୍ଯ୍ୟନ୍ତ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ...
ଉ , ଫାଲଗୁନୀ – ଅଧିକ ପରିଶ୍ରମ କାରଣରୁ ସ୍ୱାସ୍ଥ୍ୟ ଖରାପ ହୋଇପାରେ । ବନ୍ଧୁ ବିୟୋଗ ଓ ବିଚ୍ଛେଦ ଯୋଗ ରହିଛି । ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ ।
ହସ୍ତା – ସୁଯୋଗର ସଦ୍ବ୍ୟବହାର କରି କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ ।
ଚିତ୍ରା – ରାଜନୀତିରେ ବିରେଧୀ ଦଳ ବଢିବେ । ପିଲାମାନେ ପିତୃ ଧନ ନାଶ କରିବେ । ସ୍ଥାୟୀ ଜମାର ପରିମାଣ ବୃଦ୍ଧି ପାଇବ ।
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫