ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ, ବୁଧବାର। ଚନ୍ଦ୍ର – ବୃଷ ଅହୋରାତ୍ର ତିଥି- ୧୪ଶୀ ଦିବା ୦୮/୦୧ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୫ ପର୍ଯ୍ୟନ୍ତ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ...
ବିଶାଖା – ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ନୂତନ ବନ୍ଧୁ ସଂପର୍କ ଯୋଡିବା ପାଇଁ ଚେଷ୍ଟା କରିପାରନ୍ତି ।
ଅନୁରାଧା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସହଜ ଓ ସରଳରେ ଗ୍ରହଣ କରିପାରିବେ ନାହିଁ । ଛାତ୍ରଛାତ୍ରୀମାନେ ପଢାପଢିରେ ଧ୍ୟାନ ଦେବେ।
ଜ୍ୟେଷ୍ଠା – ବ୍ୟବସାୟୀମାନେ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି । ରାଜନୀତିରେ ନୂତନ ସମସ୍ୟାରେ ପଡ଼ିପାରନ୍ତି।
ପ୍ରତିକାର –ନୃସିଂଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯