ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ, ବୁଧବାର। ଚନ୍ଦ୍ର – ବୃଷ ଅହୋରାତ୍ର ତିଥି- ୧୪ଶୀ ଦିବା ୦୮/୦୧ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୫ ପର୍ଯ୍ୟନ୍ତ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ...
ମୂଳା – ପେଟବ୍ୟଥା ଜନିତ ସମସ୍ୟା ଦେଖାଦେବ । କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଦେଖା ଦେଇପାରେ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ପୂ , ଷାଢା – ସ୍ଥଗିତ ଥିବା କାମ ପୂରା ହୋଇପାରେ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ ।
ଉ , ଷାଢା – ବିଦ୍ୟାର୍ଥୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ ।
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩