ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ, ବୁଧବାର। ଚନ୍ଦ୍ର – ବୃଷ ଅହୋରାତ୍ର ତିଥି- ୧୪ଶୀ ଦିବା ୦୮/୦୧ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୫ ପର୍ଯ୍ୟନ୍ତ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ...
ଉ , ଷାଢା - ବନ୍ଧୁ ସହଯୋଗରେ ଉନ୍ନତି କରିବେ । ଶାରିରୀକ ଅସୁସ୍ଥତା ଅନୁଭବ କରିବେ । କର୍ମକ୍ଷେତ୍ରରେ ଅଧିକ ଲାଭବାନ୍ ହେବେ ।
ଶ୍ରବଣା – ବ୍ୟବସାୟରେ କ୍ଷତିର ସମ୍ଭାବନା ଅଛି । ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷା ଲାଭ କରିବେ । ରାଜନୀତିରେ ଅପଯଶ ପାଇବେ ।
ଧନିଷ୍ଠା – ମହିଳାମାନେ ଇଶ୍ୱର ବିଶ୍ୱାସୀ ହେବେ । ଧାର କରଜ କରି ପାରନ୍ତି ।
ପ୍ରତିକାର – ମଦାଦେବଙ୍କର ଦର୍ଶନ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮