ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ଶନିବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି-୬ଷ୍ଠୀ ଦିବା ୧୧.୦୬ ଗତେ ୭ମୀ ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୦୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
ମଘା- ଆୟ ଅପେକ୍ଷା ବ୍ୟୟ ବଢିପାରେ । ନିଜ କାର୍ୟ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ
ପୂ,ଫାଲଗୁନି- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ଅନ୍ୟର ସାହାର୍ୟ୍ୟ ସମର୍ଥନରେ ଲକ୍ଷହାସଲ କରିପାରିବେ
ଉ,ଫାଲଗୁନି- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ । ମନରେ ନୂଆ ଆଶା ସୃଷ୍ଟି ହେବ
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧