Daily Horoscope 7th December 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1733547482-244428.jpg)
ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ଶନିବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି-୬ଷ୍ଠୀ ଦିବା ୧୧.୦୬ ଗତେ ୭ମୀ ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୦୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
