ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ଶନିବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି-୬ଷ୍ଠୀ ଦିବା ୧୧.୦୬ ଗତେ ୭ମୀ ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୦୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
ଧନିଷ୍ଠା- ନିଜର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କର୍ମ କ୍ଷେତ୍ରରେ କୌଣସି କାର୍ୟ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ ।
ଶତଭିଷା- ପୁତ୍ର କନ୍ୟା ମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ
ପୂ,ଭାଦ୍ରପଦ- କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । ରାଜନୀତି କ୍ଷେତ୍ରରେ ବହୁତ୍ ଉପରକୁ ଯାଇ ପାରନ୍ତି
ପ୍ରତିକାର- ଶାମି ଗଛ ତଳେ ସୋରିଷ ତେଲରେ ଏକ ଦୀପ ଜାଳନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮