• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Feb 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି...

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି - ୧୨ଶୀ ଦିବା ୦୨.୦୨ ଗତେ ୧୩ଶୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ - ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୨.୦୨ ପର୍ଯ୍ୟନ୍ତ, ତା ପରେ ନିଶାନ୍ତ ୦୪.୩୭ ଗତେ ଉତ୍ତରାଷାଢା ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Aries

ମେଷ

Wednesday 07 Feb 2024

ଅଶ୍ୱନୀ - ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣମାଧ୍ୟମରେ ଦୀର୍ଘଦିନ ଧରି ରହିବେ ।
ଦ୍ୱିଜା - ସହଯୋଗୀ ମାନଙ୍କ ଯୋଗୁଁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।
କୃତିକା - ମହିଳା ମାନେ ଆନନ୍ଦମୟ ମୁହୂର୍ତ୍ତ କାଟିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।
ପ୍ରତିକାର -  ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :