• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Feb 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି...

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି - ୧୨ଶୀ ଦିବା ୦୨.୦୨ ଗତେ ୧୩ଶୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ - ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୨.୦୨ ପର୍ଯ୍ୟନ୍ତ, ତା ପରେ ନିଶାନ୍ତ ୦୪.୩୭ ଗତେ ଉତ୍ତରାଷାଢା ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Pisces

ମୀନ

Wednesday 07 Feb 2024

ପୂ,ଭାଦ୍ରପଦ - ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।
ଉ,ଭାଦ୍ରପଦ - ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ ।
ରେବତୀ - ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ନୂତନ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହୋଇପାରେ । ବନ୍ଧୁଙ୍କ ସହିତ ଦୂରଯାତ୍ରା କରି ପାରନ୍ତି ।
ପ୍ରତିକାର –  ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :