• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th February 2023: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ହାସଲ କରିବେ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୨ୟା ରାତ୍ରି ୦୪.୨୮ ଗତେ ୩ୟା ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ରାତ୍ରି ୦୪.୨୮ ଗତେ ୧ ପାଦ

Aries

ମେଷ

Tuesday 07 Feb 2023

ଅଶ୍ୱନୀ- ଦେହ ଦୁର୍ବଳତା ପାଇଁ କର୍ମକ୍ଷେତ୍ରରେ ଠିକ୍ ସେ କାର୍ଯ୍ୟ କରିପାରିବେ ନାହିଁ । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ।

କୃତିକା- ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ । ସାମାଜିକ ସ୍ତରରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ।

ଦ୍ୱିଜା- ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି । ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :