• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th February 2023: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ହାସଲ କରିବେ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୨ୟା ରାତ୍ରି ୦୪.୨୮ ଗତେ ୩ୟା ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ରାତ୍ରି ୦୪.୨୮ ଗତେ ୧ ପାଦ

Taurus

ବୃଷ

Tuesday 07 Feb 2023

କୃତିକା- ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ । ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା ଓ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁ ମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି।

ରୋହିଣୀ- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି । ଯାନବାହନରେ ସତର୍କତା ରକ୍ଷା କରନ୍ତୁ

ମୃଗଶିରା- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :