• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th February 2023: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ହାସଲ କରିବେ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୨ୟା ରାତ୍ରି ୦୪.୨୮ ଗତେ ୩ୟା ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ରାତ୍ରି ୦୪.୨୮ ଗତେ ୧ ପାଦ

Aquarius

କୁମ୍ଭ

Tuesday 07 Feb 2023

ଧନିଷ୍ଠା- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ । ଅଫିସରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ ।

ଶତଭିଷା- ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି । ଧର୍ମକାର‌୍ୟ୍ୟରେ ବ୍ୟସ୍ତ ରହିବେ । ଆବଶ୍ୟକତା ପୂରଣ କରିବା ପାଇଁ ଧାର ଉଧାର କରିବାକୁ ପଡ଼ିପାରେ। ବିଶିଷ୍ଟ ବ୍ୟକ୍ତିମାନଙ୍କର ସଂସ୍ପର୍ଶରେ କାର‌୍ୟ୍ୟ ହାସଲ କରିବେ।

ପୂ, ଭାଦ୍ରପଦ- ପଦମର‌୍ୟ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ । ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।

ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :