• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th February 2023: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ହାସଲ କରିବେ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୨ୟା ରାତ୍ରି ୦୪.୨୮ ଗତେ ୩ୟା ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ରାତ୍ରି ୦୪.୨୮ ଗତେ ୧ ପାଦ

Pisces

ମୀନ

Tuesday 07 Feb 2023

ପୂ, ଭାଦ୍ରପଦ- ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।

ଉ, ଭାଦ୍ରପଦ- ଆର୍ଥିକ ଓ ପାରିବାରିକ ସ୍ଥିତିରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର‌୍ୟ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ।

ରେବତୀ- ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଚେରି ମାମଲା ମନ୍ଥର ହୋଇପାରେ

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :