• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th February 2023: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ହାସଲ କରିବେ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୨ୟା ରାତ୍ରି ୦୪.୨୮ ଗତେ ୩ୟା ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ରାତ୍ରି ୦୪.୨୮ ଗତେ ୧ ପାଦ

Cancer

କର୍କଟ

Tuesday 07 Feb 2023

ପୁନର୍ବସୁ- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।

ପୁଷ୍ୟା- ସାହିତ୍ୟ, ସାମ୍ବାଦିକତା, ସଭାସମିତିରେ ପ୍ରଶଂସିତ ହେବେ । ନିର୍ମାଣାଧୀନ କାମରେ ସତର୍କତା ଅବଲମ୍ବନ କରିବା ଭଲ । କଳା, ସଙ୍ଗୀତ, ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।

ଅଶ୍ଳେଷା- ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ପ୍ରଶଂସିତ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ।

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :