• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th February 2023: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ହାସଲ କରିବେ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୨ୟା ରାତ୍ରି ୦୪.୨୮ ଗତେ ୩ୟା ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ରାତ୍ରି ୦୪.୨୮ ଗତେ ୧ ପାଦ

Leo

ସିଂହ

Tuesday 07 Feb 2023

ମଘା- ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଦୂର ଯାତ୍ରା କରିବା ପାଇଁ ମନ ବଳାଇବେ।

ପୂ- ଫାଲ୍‌ଗୁନୀ- ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ।

ଉ- ଫାଲ୍‌ଗୁନୀ- ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ମନୋରଞ୍ଜନ କାର‌୍ୟ୍ୟକ୍ରମରେ ନିଜକୁ ସାମିଲ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :