ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।
କୃତିକା- କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ । ଶାରିରୀକ କ୍ଲେଶ ଦୂର ହୋଇଯିବ । ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ । ଦୈନଦିନ ଜୀବନଟି ମୋଟାମୋଟି ଭାବେ ବିତାଇବେ ।
ରୋହିଣୀ- ପରିଶ୍ରମ ଅନୁସାରେ ପାରିଶ୍ରମିକ ପାଇବେ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । କୌଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ ।
ମୃଗଶିରା- ହଠାତ କୌଣସି ଖୁସି ଖବର ପାଇବେ । ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଅବହେଳା କରିଥିବା କାର୍ଯ୍ୟ ପାଇଁ ଅନୁତାପ କରିବେ ।
ପ୍ରତିକାର – ମା କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬