• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।

Aquarius

କୁମ୍ଭ

Friday 07 Feb 2025

ଧନିଷ୍ଠା- ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ।

ଶତଭିଷା- କୈାଣସି ଶୁଭ କର୍ମ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ । ଯେତେ ପ୍ରକାର ସୁବିଧା ସୁଯୋଗ କଲେ ମଧ୍ୟ ଅନ୍ୟମାନେ ନିନ୍ଦା ଗାନ କରିବେ । ଆଶା ଅଭିଳାଷା ପୂରଣ ହୋଇପାରେ ।

ପୂ,ଭାଦ୍ରପଦ- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ଓ ଲାଭ ପାଇବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :