• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।

Pisces

ମୀନ

Friday 07 Feb 2025

ପୂ, ଭାଦ୍ରପଦ- ନିଷ୍ଫଳତା ଓ ନିରାଶ ଭାବ ଦେଖାଦେବ । ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ।

ଉ, ଭାଦ୍ରପଦ- ଯାନବାହାନ ଲାଭ ସାଙ୍ଗକୁ ମନୋରଞ୍ଜନ ଓ ମାଙ୍ଗଳିକ କାମରୁ ଖୁସିରହିବେ । ଅନ୍ୟର ସାହାଯ୍ୟ, ସମର୍ଥନ ଲକ୍ଷ୍ୟ ହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣୀ ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ ।

ରେବତୀ- ସମ୍ପର୍କୀୟ ଜଣେ ବନ୍ଧୁଙ୍କ ପ୍ରତିଶ୍ରୁତି ଯାହାକି ଆପଣଙ୍କ କାମରେ ଆସିବ ଉପରିସ୍ଥ ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ । କୌଣସି କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ । ଗୁରୁଜନମାନଙ୍କ ସହିତ ମତାନ୍ତର ହୋଇପାରେ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :