• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।

Cancer

କର୍କଟ

Friday 07 Feb 2025

ପୁନର୍ବସୁ- ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ହଜମଜନିତ ସମସ୍ୟା ଦେଖା ଦେଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ।

ପୁଷ୍ୟା- ଗୃହିଣୀମାନେ କର୍ତ୍ତବ୍ୟପରିୟଣ ରହିବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବେ।

ଅଶ୍ଳେଷା- ଧୈର‌୍ୟ୍ୟ ଓ ସହନଶୀଳତା ସମ୍ବଳ କରି ଲକ୍ଷ୍ୟ ସାଧନ ଦିଗରେ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ରାଜନୈତିକ ନେତାମାନେ ଶାନ୍ତିକାମୀ ହେବେ ।

ପ୍ରତିକାର – ଭୁବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :