ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।
ମଘା- ପରିବାରରେ ସମସ୍ତଙ୍କୁ ସାହାଯ୍ୟ କରିବାରେ ସଫଳ ହେବେ । ଲୋକଙ୍କୁ ନିଜ ଯୋଜନାରେ ସହମତ କରାଇ ନେବେ । ମହିଳାମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ଅଧିକାରୀମାନଙ୍କ ସହିତ ବିଶେଷ ମାମଲାରେ କଥାବାର୍ତ୍ତା ହେବେ ।
ପୂ,ଫାଲଗୁନି- ମନରେ ନୂଆ ଆଶା ସୃଷ୍ଟି ହେବ । ବିଦ୍ୟାର୍ଥୀ କ୍ୟାରିୟର ଗଢିବା ଅଧିକ ପରିଶ୍ରମ କରିବେ । ରାଜନେତା ନୂଆ କାର୍ଯ୍ୟଭାର ଗ୍ରହଣ କରିବେ । କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଦେଖାଦେବ ।
ଉ,ଫାଲଗୁନି- ଅଭାବୀ ଲୋକଙ୍କୁ ସାହାଯ୍ୟ ସହଯୋଗର ହାତ ବଢାଇବେ । ଚାକିରି କ୍ଷେତ୍ରରେ ପ୍ରିୟପାତ୍ର ହୋଇପାରନ୍ତି । କୌଣସି ଦୂର ସ୍ଥାନକୁ ତୀର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ । ସମାଜରେ ମାନସମ୍ମାନ ପାଇପାରନ୍ତି ।
ପ୍ରତିକାର – ଇଷ୍ଟଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧