• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।

Virgo

କନ୍ୟା

Friday 07 Feb 2025

ଉ- ଫାଲ୍‌ଗୁନୀ- ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ । ଘର ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।

ହସ୍ତା- କାର୍ଯ୍ୟ କ୍ଷେତ୍ରରେ ନୂଆ ସମ୍ଭାବନା ତଲାସ କରି ପାରନ୍ତି । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ। ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ ।

ଚିତ୍ରା- ନୂତନ ଯାନବାହନ କ୍ରୟ କରିବାରେ ଆଗ୍ରହି ହେବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କଠାରୁ ଭଲ ପରାମର୍ଶ ମିଳିବ । ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :