• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।

Libra

ତୁଳା

Friday 07 Feb 2025

ଚିତ୍ରା- ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୌଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ ।

ସ୍ୱାତୀ- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ବାଧ୍ୟ ବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ରହିବେ ।

ବିଶାଖା- ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ ।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :