• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।

Sagittarius

ଧନୁ

Friday 07 Feb 2025

ମୂଳା- ଭାଇ ବନ୍ଧୁମାନେ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ।

ପୂ,ଷାଢା- ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ । ସନ୍ଧ୍ୟା ସୁଧା ଭଲ ଖବର ପାଇବେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ ।

ଉ,ଷାଢା- ସହକର୍ମୀମାନଙ୍କ ସହିତ ମନୋମାଳିନ୍ୟ ଘଟିପାରେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶୀର୍ବାଦରୁ ସମସ୍ୟାଗୁଡିକ ସେତେ ଗୁରୁତର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :