• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।

Capricorn

ମକର

Friday 07 Feb 2025

ଉ, ଷାଢା- ଚାକିରିରେ ପାଇଁ ନୂଆ ଖବର ଆସିପାରେ । ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ପ୍ରେମ ଜୀବନ ମଧୁରମୟ ରହିବ କୌଣସି କାମରେ ଆଶାଠାରୁ ଅଧିକ ଲାଭ ପାଇବେ । ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢିବ।

ଶ୍ରବଣା- ସମାସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ବନ୍ଧୁ କଲ୍ୟାଣ ସିଦ୍ଧି ହେବ । ବ୍ୟପାର ବୃତ୍ତିରେ ପ୍ରଗତି ହେବ ଶୃଙ୍ଖଳିତ ଭାବରେ କର୍ମ କରି ସଫଳତା ପାଇବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।

ଧନିଷ୍ଠା- କର୍ତ୍ତୃପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ ମହିଳାଙ୍କ ଭାଗ୍ୟ ଉଜ୍ଜଳ ହେବ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ପୂର୍ବ ବ୍ୟବସାୟ ଚୁକ୍ତି ଆପଣଙ୍କୁ ଅଚାନକ ଲାଭ ହେବ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :