• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ସମସ୍ୟା ସମାଧାନ ହେବ ..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୭ ରବିବାର ଚନ୍ଦ୍ର- ତୁଳା ଦିବା ୦୪.୦୧ ଗତେ ବିଛା ତିଥି - ୧୧ଶୀ ରାତ୍ରି ୧୨.୪୬ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୬ ଗତେ ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୨.୪୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Taurus

ବୃଷ

Sunday 07 Jan 2024

କୃତିକା-ପାରିବାରିକ ସମସ୍ୟା ବୁଝାମଣା ଭିତରେ ସମାଧାନ ହେବ । ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ସମ୍ପୁର୍ଣ୍ଣ ହେବ ନାହିଁ । ଆର୍ଥିକ ଦିଗରୁ ଉପକୃତ ହେବେ । 
ରୋହିଣୀ- ଶାରୀରିକ ଅସୁସ୍ଥତା ଦୂର ହୋଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଚାକିରୀରେ ଅପମାନିତ ହୋଇପାରନ୍ତି । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । 
ମୃଗଶିରା- ଅନେକ ସ୍ଥାନରେ ଭୁଲ୍ କରି ଅପମାନିତ ହୋଇପାରନ୍ତି । ଭୋଜନ ଆଦିରେ ତୃପ୍ତି ମିଳିବ । ମାନସିକ ବ୍ୟସ୍ତତା ଦେଖାଯିବ । ଅନେକ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି ।
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :