• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ସମସ୍ୟା ସମାଧାନ ହେବ ..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୭ ରବିବାର ଚନ୍ଦ୍ର- ତୁଳା ଦିବା ୦୪.୦୧ ଗତେ ବିଛା ତିଥି - ୧୧ଶୀ ରାତ୍ରି ୧୨.୪୬ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୬ ଗତେ ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୨.୪୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Gemini

ମିଥୁନ

Sunday 07 Jan 2024

ମୃଗଶିରା-ପରିବାରରେ ଜଗି ରଖି ନ ଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଇଚ୍ଛା ବିରୁଦ୍ଧରେ କାର୍ଯ୍ୟ କରିବେ ।
ଆଦ୍ରା- କୌଣସି କାମରେ ତରବର ହେଲେ ଅସୁବିଧାରେ ପଡିପାରନ୍ତି । ଈର୍ଷାପରାୟଣ ବନ୍ଧୁଙ୍କ ଦ୍ୱାରା ମିଥ୍ୟା ଗୁଜବ ମନଲୁ ଚହଲାଇ ଦେବ ।  ରାଜନୀତିରେ ସଫଳତା ମିଳିବ । 
ପୁନର୍ବସୁ- ଜାଗା, ଜମି, ଉଚ୍ଚସ୍ତରୀୟ ବାହାନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି । ସାମସ୍ୟା ଗୁଡିକର ସରଳ ସମାଧାନ କରିବାରେ ସମର୍ଥ ହେବେ । ଆର୍ଥିକ ସ୍ଥିତି ସୁଦୃଢ ହେବ । 
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :