• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ସମସ୍ୟା ସମାଧାନ ହେବ ..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୭ ରବିବାର ଚନ୍ଦ୍ର- ତୁଳା ଦିବା ୦୪.୦୧ ଗତେ ବିଛା ତିଥି - ୧୧ଶୀ ରାତ୍ରି ୧୨.୪୬ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୬ ଗତେ ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୨.୪୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Cancer

କର୍କଟ

Sunday 07 Jan 2024

ପୁନର୍ବସୁ- ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ମଧୁମୟ କରିବାରେ ସହାୟକ ହେବେ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ ଓ ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।
ପୁଷ୍ୟା- ଚାହୁଁଥିବା ସୁଯୋଗ ହାତଛଡା କରିବେ । ପରୀକ୍ଷାରେ ଉଚ୍ଚଫଳ ମିଳିବ । ପିଲାଙ୍କ ଆଚରଣରେ ଅସନ୍ତୋଷ ବ୍ୟକ୍ତ କରି ମନେମନେ ବିରକ୍ତ ହେବେ । ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । 
ଅଶ୍ଲେଷା- ସତର୍କତା ଅବଲମ୍ବନ ନ କଲେ ମାନ ସମ୍ମାନ ହାନୀ ହେବାର ବିଶେଷ ସମ୍ଭାବନା ଅଛି । ମାଙ୍ଗଳିକ କାର୍ଯ୍ୟରେ ଆନନ୍ଦ ଲାଭ କରିବେ । ଦୂର ଯାତ୍ରାର ସୁଯୋଗ ପାଇବେ । 
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :