• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ସମସ୍ୟା ସମାଧାନ ହେବ ..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୭ ରବିବାର ଚନ୍ଦ୍ର- ତୁଳା ଦିବା ୦୪.୦୧ ଗତେ ବିଛା ତିଥି - ୧୧ଶୀ ରାତ୍ରି ୧୨.୪୬ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୬ ଗତେ ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୨.୪୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Scorpio

ବିଛା

Sunday 07 Jan 2024

ବିଶାଖା- କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଉତମକାର୍ଯ୍ୟ  କରି ପଦୋନ୍ନତି ପାଇବେ । ବ୍ୟବସାୟ ଶୁଭାରମ୍ଭବ କରିବାର ସୁଯୋଗ ପାଇବେ । ବହୁ ଭ୍ରମଣ କରିବାକୁ ସଯୋଗ ପାଇବେ ।

ଅନୁରାଧା- ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଫଳରେ ଉପରିସ୍ଥଙ୍କ କୃପାଭାଜନ ହେବେ । ଆୟକୁ ଚାହିଁ ବ୍ୟୟ ଅଟକଳ ନ କଲେ ଲୋକହସା ହେବେ । 

ଜ୍ୟେଷ୍ଠା-ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପୈତୃକ ସମ୍ପତି କୁ ନେଇ ଭାତୃ ବିବାଦ ତୁଟିଯିବ । ଚାକିରୀ କ୍ଷେତ୍ରରେ ଉତ୍ସାହିତ ହେବେ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :