• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶନିବାର । ଚନ୍ଦ୍ର – ମିଥୁନ ରାତ୍ରି ୦୮.୨୩ ଗତେ କର୍କଟ,ତିଥି- ପ୍ରତିପଦ ଅହୋରାତ୍ର,ଘାତ ଚନ୍ଦ୍ର- କନ୍ୟା ରାତ୍ରି ୦୮.୨୩ ପର୍ଯ୍ୟନ୍ତ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ରାତ୍ରି ୦୩.୦୭ ଗତେ ୧ପାଦ

Taurus

ବୃଷ

Saturday 07 Jan 2023

କୃତିକା - ବହୁ ପ୍ରତୀକ୍ଷିତ ଶୁଭ ଖବରଟି ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଆଗନ୍ତୁକ ମାନଙ୍କ ସେବା କରି ଆନନ୍ଦିତ ରହିବେ ।

ରୋହିଣୀ – ନିଜର ଲୋକ ମାନଙ୍କର କାର‌୍ୟ୍ୟ କଳାପକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ନିଷ୍ପତି ନେବାରେ ଦ୍ୱନ୍ଦର ସମ୍ମୁଖିନ ହେବାକୁ ପଡିପାରେ । କାଳକ୍ଷେପଣ ପଦ୍ଧତି ଅନୁଯାୟୀ ସମସ୍ୟାର ସମାଧାନ କରିବେ ।

ମୃଗଶିରା – ବିବାଦୀୟ ପରିସ୍ଥିତିକୁ ଦୃଢମୁକାବିଲା କରିବେ । ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ ।

ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :