• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶନିବାର । ଚନ୍ଦ୍ର – ମିଥୁନ ରାତ୍ରି ୦୮.୨୩ ଗତେ କର୍କଟ,ତିଥି- ପ୍ରତିପଦ ଅହୋରାତ୍ର,ଘାତ ଚନ୍ଦ୍ର- କନ୍ୟା ରାତ୍ରି ୦୮.୨୩ ପର୍ଯ୍ୟନ୍ତ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ରାତ୍ରି ୦୩.୦୭ ଗତେ ୧ପାଦ

Aquarius

କୁମ୍ଭ

Saturday 07 Jan 2023

ଧନିଷ୍ଠା – ମାନସିକ ଚାପ ଦେଖାଦେଇପାରେ । ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ । ବନ୍ଧୁଙ୍କ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡିବାର ଆଶଙ୍କା ପୂର୍ଣ୍ଣମାତ୍ରାରେ ରହିଛି ।

ଶତଭିଷା – ରାଜନିତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସି୍ଥରତା ସୃଷ୍ଟି କରିବ । ନୂଆ କରି ବ୍ୟବସାୟ ଆରମ୍ଭ କରିବେ । ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ ।

ପୂ , ଭାଦ୍ରପଦ – ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । । ପଇସା ଦେବା ନେବା ବେଳେ ସାବଧନତା ଅବଲମ୍ବନ କରନ୍ତୁ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ । ମହିଳା ମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ ।

ପ୍ରତିକାର –ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :