• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶନିବାର । ଚନ୍ଦ୍ର – ମିଥୁନ ରାତ୍ରି ୦୮.୨୩ ଗତେ କର୍କଟ,ତିଥି- ପ୍ରତିପଦ ଅହୋରାତ୍ର,ଘାତ ଚନ୍ଦ୍ର- କନ୍ୟା ରାତ୍ରି ୦୮.୨୩ ପର୍ଯ୍ୟନ୍ତ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ରାତ୍ରି ୦୩.୦୭ ଗତେ ୧ପାଦ

Gemini

ମିଥୁନ

Saturday 07 Jan 2023

ମୃଗଶିରା - ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ ।

ଆଦ୍ରା - ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ସାମାଜିକ ସ୍ତରରେ ପ୍ରଂଶସିତ ହୋଇପାରନ୍ତି । ଛାତ୍ରଛାତ୍ରି ମାନ ଉଚ୍ଚଭିଳାଷୀ ହେବେ । । ବୈବାହିକ ଜୀବନରେ ମଧୁରତା ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।

ପୁନର୍ବସୁ - ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । ପିଲା ମାନେ ଆତ୍ମ ନିଯୁକ୍ତି ପାଇଁ ଚେଷ୍ଟିତ ରହିବେ । ନୂଆ ଯାନବାହନ କିଣିବେ । ମହିଳା ମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ ।

ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :