• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶନିବାର । ଚନ୍ଦ୍ର – ମିଥୁନ ରାତ୍ରି ୦୮.୨୩ ଗତେ କର୍କଟ,ତିଥି- ପ୍ରତିପଦ ଅହୋରାତ୍ର,ଘାତ ଚନ୍ଦ୍ର- କନ୍ୟା ରାତ୍ରି ୦୮.୨୩ ପର୍ଯ୍ୟନ୍ତ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ରାତ୍ରି ୦୩.୦୭ ଗତେ ୧ପାଦ

Leo

ସିଂହ

Saturday 07 Jan 2023

ମଘା – ବିଶେଃଷ ସୂତ୍ରରୁ ଅର୍ଥ ଲାଭ କରିବେ । ରକ୍ତ ସମ୍ପର୍କୀୟ ଜଣେ ବନ୍ଧୁଙ୍କ ସାହାର‌୍ୟ୍ୟର ପ୍ରତିଶ୍ରୁତି ଦେବେ , ସୁଯୋଗ ପାଇ କାମ ହାସଲ କରିବେ । ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ ।

ପୂ , ଫାଲଗୁନୀ - ରାଜନିତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ ।

ଉ ,ଫାଲଗୁନୀ – ଅଦାଲତରୁ ଶୁଭଫଳ ପାଇବେ । ମହିଳା ମାନେ ବନ୍ଧୁଙ୍କ ସାମନାରେ ମନକଥା ଖୋଲିକି କହିବେ । ଧର୍ମକାର‌୍ୟ୍ୟରେ ଖର୍ଚ୍ଚ କରିପାରନ୍ତି । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ । ସାସ୍କୃତିକ ପରିବେଶରେ ଯୋଗଦାନ କରିପାରନ୍ତି ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :