• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶନିବାର । ଚନ୍ଦ୍ର – ମିଥୁନ ରାତ୍ରି ୦୮.୨୩ ଗତେ କର୍କଟ,ତିଥି- ପ୍ରତିପଦ ଅହୋରାତ୍ର,ଘାତ ଚନ୍ଦ୍ର- କନ୍ୟା ରାତ୍ରି ୦୮.୨୩ ପର୍ଯ୍ୟନ୍ତ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ରାତ୍ରି ୦୩.୦୭ ଗତେ ୧ପାଦ

Capricorn

ମକର

Saturday 07 Jan 2023

ଉ , ଷାଢା - ବନ୍ଧୁ ମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି । ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ଶ୍ରବଣା – ରାଜନିତିରେ କୈାଣସି ପଦକ୍ଷପ ଗ୍ରହଣ କରିପାରନ୍ତି । ଅଫିସିଆଲି କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀ ମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହି ପାରନ୍ତି ।

ଧନିଷ୍ଠା – ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର‌୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ ସକାଶେ ଧାର କରିବାକୁ ପଡିପାରେ । ମହିଳା ମାନେ ସଜବାଜରେ ଦିନ କଟିବେ ।

ପ୍ରତିକାର – ମଦାଦେବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :