• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2023: ଟିକିଏ ଟିକିଏ କଥାରେ କଳହ ଲାଗିପାରେ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ଦିବା ୦୧.୩୮ ଗତେ କୁମ୍ଭ; ତିଥି – ୫ମୀ ରାତ୍ରି ୧୨.୧୭ ଗତେ ୬ଷ୍ଠୀ

Taurus

ବୃଷ

Friday 07 Jul 2023

କୃତିକା-ଆଜି ଭୁଲ୍ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।

ରୋହିଣୀ-ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ପରିବହନ, ବାଣିଜ୍ୟ, ବ୍ୟବସାୟ, ସଭାସମିତି, ଜମିଜମା କ୍ଷେତ୍ରରେ ଉନ୍ନତ ମାନର ଫଳ ମିଳିବ।

ମୃଗଶିରା-ଧନାଧିପ ଲାଭ ଯୋଗୁ ବିଭିନ୍ନ କ୍ଷେତ୍ରରୁ ଅର୍ଥ ପାଇବେ ଓ ପଦସ୍ଥ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ସଠିକ୍ ନିଷ୍ପତ୍ତି ଆପଣ ନେଇପାରିବେ ନାହିଁ। 

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :