• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2023: ଟିକିଏ ଟିକିଏ କଥାରେ କଳହ ଲାଗିପାରେ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ଦିବା ୦୧.୩୮ ଗତେ କୁମ୍ଭ; ତିଥି – ୫ମୀ ରାତ୍ରି ୧୨.୧୭ ଗତେ ୬ଷ୍ଠୀ

Aquarius

କୁମ୍ଭ

Friday 07 Jul 2023

ଧନିଷ୍ଠା- ଅନିୟମିତ ଆହାର ଗ୍ରହଣ ଫଳରେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିଯୋଗିତାରେ ସଫଳତା ପାଇପାରନ୍ତି।

ଶତଭିଷା- ଯେକୌଣସି କାମ କଲେ ପ୍ରଥମେ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ ପରେ ସଫଳତା ମିଳିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଆଶାଜନକ ଫଳ ପାଇବେ।

ପୂ, ଭାଦ୍ରପଦ- ପର କଥାରେ ମନଦେଇ ନିଜ ଘର କାମକୁ ଅବହେଳା କରିପାରନ୍ତି। ନିର୍ମାଣାଧୀନ କାମ ଅଟକି ରହିଯାଇପାରେ । ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ଚେଷ୍ଟାରେ ପାଇବେ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :