• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2023: ଟିକିଏ ଟିକିଏ କଥାରେ କଳହ ଲାଗିପାରେ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ଦିବା ୦୧.୩୮ ଗତେ କୁମ୍ଭ; ତିଥି – ୫ମୀ ରାତ୍ରି ୧୨.୧୭ ଗତେ ୬ଷ୍ଠୀ

Gemini

ମିଥୁନ

Friday 07 Jul 2023

ମୃଗଶିରା-ଦୁର୍ବଳତା କାରଣରୁ ପରିବେଶରେ କିଛି ଗଡ଼ବଡ଼ ସୃଷ୍ଟି ହେବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। କର୍ମ କ୍ଷେତ୍ରରେ ବାଧା ଉପୁଜିବ। ତଥାପି ବ୍ୟସ୍ତ ହୁଅନ୍ତୁ ନାହିଁ, କାମ ଅଟକିବ ନାହିଁ।

ଆଦ୍ରା-ସଭା ସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ରାଜନୀତି, ସାଙ୍ଗଠନିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ।

ପୁନର୍ବସୁ- ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହି ନପାରେ। ଗଠନମୂଳକ କାର‌୍ୟ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।

ପ୍ରତିକାର –  ମା ବିରଜାଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :