• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2023: ଟିକିଏ ଟିକିଏ କଥାରେ କଳହ ଲାଗିପାରେ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ଦିବା ୦୧.୩୮ ଗତେ କୁମ୍ଭ; ତିଥି – ୫ମୀ ରାତ୍ରି ୧୨.୧୭ ଗତେ ୬ଷ୍ଠୀ

Leo

ସିଂହ

Friday 07 Jul 2023

ମଘା- କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଇପାରନ୍ତି । ପାରିବାରିକ ସ୍ଥିତି ପ୍ରାୟତଃ ପୂର୍ବପରି ରହିବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ।

ପୂ- ଫାଲ୍‌ଗୁନୀ-ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ନିୟନ୍ତ୍ରଣାଧୀନ ରହିବ। କିନ୍ତୁ ସାଧାରଣ କଥାରେ ପରିବାରରେ ସାମାନ୍ୟ ଅଶାନ୍ତିର ବାତାବରଣ ସୃଷ୍ଟି କରାଇପାରେ।

ଉ- ଫାଲ୍‌ଗୁନୀ- ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ଆପଣ ବିଜୟୀ ହେବେ । ଭଲ କାମ କଲେ ମଧ୍ୟ ପ୍ରଶଂସା ପାଇବେ ନାହିଁ।

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :