• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2023: ଟିକିଏ ଟିକିଏ କଥାରେ କଳହ ଲାଗିପାରେ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ଦିବା ୦୧.୩୮ ଗତେ କୁମ୍ଭ; ତିଥି – ୫ମୀ ରାତ୍ରି ୧୨.୧୭ ଗତେ ୬ଷ୍ଠୀ

Virgo

କନ୍ୟା

Friday 07 Jul 2023

ଉ- ଫାଲ୍‌ଗୁନୀ- ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ସମ୍ଭାବନା ରହଛି। କଳା ସାହିତ୍ୟ, ସଙ୍ଗୀତ ତଥା ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ମିଳିବ।

ହସ୍ତା- ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପାରିବାରିକ, ପରିବହନ, ଛୋଟ ଦୋକାନ, ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।

ଚିତ୍ରା- ଅନ୍ୟର ସାହାର୍ଯ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହେବେ।

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :