• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2023: ଟିକିଏ ଟିକିଏ କଥାରେ କଳହ ଲାଗିପାରେ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ଦିବା ୦୧.୩୮ ଗତେ କୁମ୍ଭ; ତିଥି – ୫ମୀ ରାତ୍ରି ୧୨.୧୭ ଗତେ ୬ଷ୍ଠୀ

Libra

ତୁଳା

Friday 07 Jul 2023

ଚିତ୍ରା- ପରିବାରରେ ଭୁଲ ବୁଝାମଣା ନେଇ ଅଶାନ୍ତି ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ।

ସ୍ୱାତୀ- ଅଭିଳଷିତ ଜିନିଷ ପ୍ରାପ୍ତି ହେବା ସାଙ୍ଗକୁ ବନ୍ଧୁଙ୍କ ଆଦରଣୀୟ ହେବେ। ନିଜର ଲୋକମାନଙ୍କ କାର‌୍ୟ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ବ୍ୟବସାୟିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ରହିବ।

ବିଶାଖା- ସ୍ୱାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରି ଯାଇପାରେ । ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :