• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2023: ଟିକିଏ ଟିକିଏ କଥାରେ କଳହ ଲାଗିପାରେ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ଦିବା ୦୧.୩୮ ଗତେ କୁମ୍ଭ; ତିଥି – ୫ମୀ ରାତ୍ରି ୧୨.୧୭ ଗତେ ୬ଷ୍ଠୀ

Scorpio

ବିଛା

Friday 07 Jul 2023

ବିଶାଖା- କର୍ମକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଗତକାଲିଠାରୁ ଚେଷ୍ଟା କରୁଥିବା କାମଗୁଡିକ ଆଜି ଅପରାହ୍ନେ ଠିକ୍ ଭାବରେ ସମ୍ପନ୍ନ ହେବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ

ଅନୁରାଧା-ସମସ୍ୟା ସମାଧାନ କରିବାରେ ସଫଳ ହେବେ। ବନ୍ଧୁମିଳନ ସାଙ୍ଗକୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।

ଜ୍ୟୋଷ୍ଠା- ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ବୁଦ୍ଧି ଖର୍ଚ୍ଚ କରିବାକୁ ପଡ଼ିବ। ବାଣିଜ୍ୟ, ବ୍ୟବସାୟରେ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ।

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :