• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2023: ଟିକିଏ ଟିକିଏ କଥାରେ କଳହ ଲାଗିପାରେ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ଦିବା ୦୧.୩୮ ଗତେ କୁମ୍ଭ; ତିଥି – ୫ମୀ ରାତ୍ରି ୧୨.୧୭ ଗତେ ୬ଷ୍ଠୀ

Sagittarius

ଧନୁ

Friday 07 Jul 2023

ମୂଳା- ଅର୍ଥଲାଭ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ। ଘରର କେତେକ ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ

ପୂ, ଷାଢା- କେତେକ କ୍ଷେତ୍ରରେ ପର ପାଇଁ ଖଟିବାକୁ ପଡ଼ିପାରେ। ବନ୍ଧୁଙ୍କ କାର‌୍ୟ୍ୟରେ ଅସନ୍ତୋଷ ବ୍ୟକ୍ତ କରିପାରନ୍ତି। ରାଜନୀତି, ସଭାସମିତି କାର‌୍ୟ୍ୟ ସକାଶେ ଆଲୋଚନା ଫଳପ୍ରଦ ହୋଇପାରେ।

ଉ, ଷାଢା- ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ। ଅଚାନକ ଭାବରେ ବନ୍ଧୁଙ୍କ ଆମନ୍ତ୍ରଣ ପାଇ ଯାତ୍ରା କରିପାରନ୍ତି।

ପ୍ରତିକାର: ଗୋ ମତାଙ୍କୁ ସବୁଜ ଖାଦ୍ୟ ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :