• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2023: ଟିକିଏ ଟିକିଏ କଥାରେ କଳହ ଲାଗିପାରେ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ଦିବା ୦୧.୩୮ ଗତେ କୁମ୍ଭ; ତିଥି – ୫ମୀ ରାତ୍ରି ୧୨.୧୭ ଗତେ ୬ଷ୍ଠୀ

Capricorn

ମକର

Friday 07 Jul 2023

ଉ, ଷାଢା- ନିଜର ସ୍ୱାର୍ଥ ସାଧନ ଦିଗରେ ଅନ୍ୟକୁ ନିୟୋଜିତ କରିବା ସକାଶେ ଯୋଜନା କରିବେ। ବାଣିଜ୍ୟ, ଶିଳ୍ପ ଓ ବ୍ୟବସାୟରେ ଦ୍ୱନ୍ଦ୍ୱର ଅବସାନ ଘଟିବ।

ଶ୍ରବଣା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କାର‌୍ୟ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।

ଧନିଷ୍ଠା- ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ସଫଳତା ପାଇବେ। ଗୁରୁଜନଙ୍କ ସହମତିରେ କାମ କଲେ ଉପକୃତ ହେବେ। ସଭାସମିତି ଓ ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ।

ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :