• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2024: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ମିଳିବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର,ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ୨ୟା ନିଶାନ୍ତ ୦୪.୫୯ ଗତେ ୩ୟା,ଘାତଚନ୍ଦ୍ର-ନାସ୍ତି ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Sunday 07 Jul 2024

ପୁନର୍ବସୁ - ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛିି । ବ୍ୟବସାୟ, ବାଣିଜ୍ୟରେ ସବୁ ସମସ୍ୟାର ସମାଧାନ ହୋଇଯିବ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିଯିବ ।

ପୁଷ୍ୟା – ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତି ନେବେ । ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଫିସ୍ରେ ସବୁକାମ ସମ୍ଭାଳି ନେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ ।

ଅଶ୍ଳେଷା - ଈଛା ନଥିରେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । ବିବାଦୀୟ ପରିସି୍ଥତମି ଗୁରୁତ୍ୱର ହେବ ନାହିଁ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :