• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2024: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ମିଳିବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର,ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ୨ୟା ନିଶାନ୍ତ ୦୪.୫୯ ଗତେ ୩ୟା,ଘାତଚନ୍ଦ୍ର-ନାସ୍ତି ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Sunday 07 Jul 2024

ଉ , ଫାଲଗୁନୀ – ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପାରିବାରିକ କ୍ଷେତ୍ରରେ ପାରିପାଶ୍ୱର୍ିକ ପରିସି୍ଥତି ଭଲ ରହିବାରୁ ଖୁସି ରହିବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି ।

ହସ୍ତା – ଆପଣଙ୍କ କାର‌୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।

ଚିତ୍ରା – କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ । ମହିଳା ମାନେ ସମସ୍ୟାରେ ରହିବ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :