• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2024: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ମିଳିବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର,ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ୨ୟା ନିଶାନ୍ତ ୦୪.୫୯ ଗତେ ୩ୟା,ଘାତଚନ୍ଦ୍ର-ନାସ୍ତି ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Sunday 07 Jul 2024

ବିଶାଖା – ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ ।

ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର‌୍ୟ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତମ ଆୟର ପଥ ପରିଷ୍କାର କରିବେ । ସାମାଜିକ ସ୍ତରରେ ଖ୍ୟାତି ହେବ ଓ ସମ୍ପତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ ।

ଜ୍ୟେଷ୍ଠା – କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । କ୍ୟାରିୟର ସମସ୍ୟା ସମାଧାନର ବାଟ ମିଳିବ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :