• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2024: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ମିଳିବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର,ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ୨ୟା ନିଶାନ୍ତ ୦୪.୫୯ ଗତେ ୩ୟା,ଘାତଚନ୍ଦ୍ର-ନାସ୍ତି ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Sunday 07 Jul 2024

ଉ , ଷାଢା - ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ପରିବାରରେ ଖର୍ଚ୍ଚର ପରିମାଣ ବୃଦ୍ଧି ପାଉଥିବାରୁ ମନରେ ସରସ୍ୱତା ରହିବ ନାହିଁ । ଅବଶ୍ୟ ନିଜର କାର‌୍ୟ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ ।

ଶ୍ରବଣା – ରାଜନିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟ , ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀ ମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି ।

ଧନିଷ୍ଠା – ପିତାମାତାଙ୍କ ଓ ସହଯୋଗ ପାଇବେ । କୋର୍ଟର ଶୁଣାଳୀରେ ମନ ଆନନ୍ଦିତ ରହିବ । ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର‌୍ୟ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧ୍ୟନ ମିଳିବ ଓ ପ୍ରଶଂସିତ ହେବେ ।

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :