• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା କ୍ଷେତ୍ରରେ ଉଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ବୁଧବାର। ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୦୯.୫୧ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯.୦୨ ପର୍ଯ୍ୟନ୍ତ ।

Taurus

ବୃଷ

Wednesday 07 Jun 2023

କୃତିକା- ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ୱାଧୀନ ଭାବରେ କାର‌୍ୟ୍ୟ କରିବାରେ ସୁଯୋଗ ମିଳିବ। ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ

ରୋହିଣୀ- ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ହୋଇ ପାରନ୍ତି । ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍ ଦେଲେ ଯାତ୍ରା ସଫଳ ହେବ। ପ୍ରଶାସନ, ଅଧ୍ୟୟନ କ୍ଷେତ୍ରରୁ ଶୁଭଫଳ ମିଳିବ ।

ମୃଗଶିରା- ପରହାତ ଥିବା ଧନ ସହଜରେ ପ୍ରାପ୍ତି ହେବା ଫଳରେ ସାଂସାରିକ ଜୀବନ ସୁଖମୟ ହେବ । ବାଦବିବାଦ, ମାଲିମକଦ୍ଦମା ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବାଧା ଆସିପାରେ

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :