• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା କ୍ଷେତ୍ରରେ ଉଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ବୁଧବାର। ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୦୯.୫୧ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯.୦୨ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Wednesday 07 Jun 2023

ଧନିଷ୍ଠା- ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ ।

ଶତଭିଷା- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ

ପୂ, ଭାଦ୍ରପଦ- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ। ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :