• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା କ୍ଷେତ୍ରରେ ଉଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ବୁଧବାର। ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୦୯.୫୧ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯.୦୨ ପର୍ଯ୍ୟନ୍ତ ।

Pisces

ମୀନ

Wednesday 07 Jun 2023

ପୂ , ଭାଦ୍ରପଦ - ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ । ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।

ଉ , ଭଦ୍ରପଦ - ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ

ରେବତୀ – ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳା ମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ

ପ୍ରତିକାର- ମାଆ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :