• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା କ୍ଷେତ୍ରରେ ଉଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ବୁଧବାର। ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୦୯.୫୧ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯.୦୨ ପର୍ଯ୍ୟନ୍ତ ।

Gemini

ମିଥୁନ

Wednesday 07 Jun 2023

ମୃଗଶିରା- ପାରିବାରିକ ଜୀବନରେ ମଧ୍ୟ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନରୁ ଲାଭବାନ୍ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଆସିବ ।

ଆଦ୍ରା- ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ।

ପୁନର୍ବସୁ- ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇଯିବେ । ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :